www.samajalive.in
Friday, December 5, 2025
27.1 C
Bhubaneswar

ବନ୍ଧୁକ ମୁନରେ ବ୍ୟାଙ୍କ୍‌ରେ ସଶସ୍ତ୍ର ଡକାୟତି ; ୭ ଲକ୍ଷରୁ ଅଧିକ ଲୁଟ୍‌

ଭଦ୍ରକ : ବନ୍ଧୁକ ମୁନରେ ବ୍ୟାଙ୍କ୍‌ରେ ଗୁରୁବାର ସଶସ୍ତ୍ର ଡକାୟତି ହୋଇଛି । ତିହିଡି ବଜାର ସ୍ଥିତ ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ୍‌ରୁ ଏହି ଲୁଟ୍‌ ହୋଇଛି । ବ୍ୟାଙ୍କ ମ୍ୟାନେଜର୍‌ଙ୍କ ମୁଣ୍ଡରେ ବନ୍ଧୁକ ରଖି ଡକାୟତି ହୋଇଛି । ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍‌ ପରେ ଫେରାର୍‌ ହୋଇଯାଇଛନ୍ତି । ପ୍ରାୟ ୭ ଲକ୍ଷ ୫୫ ହଜାରରୁ ଅଧିକ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି । ଖବର ପାଇ ତିହିଡି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ମହାଲକ୍ଷ୍ମୀ ରାଜଯୋଗ ; ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହେବେ ମାଲାମାଲ୍‌, ସବୁଥିରେ ମିଳିବ ସଫଳତା

ଦେଖନ୍ତୁ ଭିଡିଓ ; ଦୋକାନୀଙ୍କ ସାମ୍ନାରୁ ଚେନ୍‌ ଲୁଟି ନେଇ ଚୋର ଫେରାର

- Advertisement -

ଚିନ୍ତା ବଢାଇଲା ; ପୁଣି ବଢିଲା ସୁନା ଦାମ୍‌, ଜାଣନ୍ତୁ କେତେ

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories