www.samajalive.in
Friday, December 5, 2025
26.1 C
Bhubaneswar

ଯୁକ୍ତ ୩ ନାମଲେଖା ; ପ୍ରକାଶ ପାଇଲା କଳା, ବିଜ୍ଞାନ ଓ ବାଣିଜ୍ୟର ପ୍ରଥମ କଟ୍‌ଅଫ୍‌ ତାଲିକା

ଭୁବନେଶ୍ୱର : ଚଳିତ ବର୍ଷର ଯୁକ୍ତ ୩ ନାମଲେଖା ପାଇଁ ଗୁରୁବାର ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା । କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ ପାଇଛି । ସର୍ବାଧିକ କଟ୍‌ଅଫ୍‌ ସହ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଗରେ ରହିଛି । କଳା ବିଭାଗରେ ରାଜନୀତି ବିଜ୍ଞାନରେ ସର୍ବାଧିକ ୯୨.୮୦ % କଟ୍‌ଅଫ୍‌ । ପ୍ରାଣୀ ବିଜ୍ଞାନରେ ୯୪%, ପଦାର୍ଥ ବିଜ୍ଞାନରେ ୯୩.୬୭% । ବାଣିଜ୍ୟରେ ୯୦.୫୦ ପ୍ରତିଶତ କଟ୍‌ଅଫ୍‌ ମାର୍କ । ଯୁକ୍ତ ତିନି ପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ମୋଟ ୨ ଲକ୍ଷ ୭୪ ହଜାର ୫୦୯ ସିଟ୍‌ ଥିବା ବେଳେ ପ୍ରାୟ ୨ ଲକ୍ଷ ୬୫ ହଜାରରୁ ଅଧିକ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ୧ ଲକ୍ଷ ୭୫ ହଜାର ୭୨୨ ମେଧା ତାଲିକାରେ ସ୍ଥାନିତ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ୭୦ ହଜାର ୭୪୫ ଜଣ ପୁଅ ଓ ୧ ଲକ୍ଷ ୪ ହଜାର ୯୬୭ ଝିଅ ମନୋନୀତ ହୋଇଛନ୍ତି । ସେହିପରି ବିଜ୍ଞାନରେ ମୋଟ ୪୫ ହଜାର ୮୫୫, କଳାରେ ୧ଲକ୍ଷ ୭ ହଜାର ୬୯ ଜଣ ଓ ବାଣିଜ୍ୟରେ ୧୬ ହଜାର ୨୦୫ ପ୍ରଥମ ପର୍ଯ୍ୟାୟରେ ସ୍ଥାନ ମନୋନୀତ ହୋଇଛନ୍ତି।

ଦେଖନ୍ତୁ ; ଅହମ୍ମଦାବାଦ ବିମାନ ଦୁର୍ଘଟଣା, ସାମ୍ନାକୁ ଆସିଲା ଛାତିଥରା ଦୃଶ୍ୟ

ମହାଲକ୍ଷ୍ମୀ ରାଜଯୋଗ ; ଏହି ୩ ରାଶିଙ୍କ ଜୀବନରେ ହେବ ବଡ ପରିବର୍ତ୍ତନ, ହେବେ ମାଲାମାଲ୍‌, ସବୁଥିରେ ମିଳିବ ସଫଳତା

- Advertisement -

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories