www.samajalive.in
Tuesday, December 9, 2025
17.1 C
Bhubaneswar

କଲକାତା ପୁଲିସ୍‍ କମିଶନର ରାଜୀବ କୁମାର ବିଦା, ଅନୁଜ ଶର୍ମାଙ୍କୁ ମିଳିଲା ଦାୟିତ୍ୱ!

କଲକାତା : ସିବିଆଇ ଏବଂ ପଶ୍ଚିମବଙ୍ଗ ସରକାର ମଧ୍ୟରେ ବିବାଦକୁ ନେଇ ଚର୍ଚ୍ଚାକୁ ଆସିଥିବା କଲକାତା ପୁଲିସ୍‍ କମିଶନର ରାଜୀବ କୁମାରଙ୍କ ବଦଳି ହୋଇଯାଇଛି। ତାଙ୍କ ସ୍ଥାନରେ ଅନୁଜ ଶର୍ମାଙ୍କୁ କଲକାତା ପୁଲିସ୍‍ କମିଶନର ଦାୟିତ୍ୱ ଦିଆଯାଇଛି ବୋଲି ବିଶେଷ ସୂତ୍ରରୁ ଜାଣିବାକୁ ମିଳିଛି। ରାଜୀବଙ୍କୁ ରାଜ୍ୟ ସିଆଡ଼ିକୁ ପଠାଇ ଦିଆଯାଇଛି। ସୂଚନା ଅନୁସାରେ ରାଜୀବ କୁମାରଙ୍କୁ ରାଜ୍ୟ ସିଆଇଡ଼ିର ଏଡିଜି (ଅପରାଧ)ର ଦାୟିତ୍ୱ ଦିଆଯିବାର ସମ୍ଭାବନା ରହିଛି।
କିଛି ଦିନ ତଳେ ସିବିଆଇ ପଶ୍ଚିମବଙ୍ଗ ଶାରଦା ଚିଟଫଣ୍ଡ ଦୁର୍ନୀତି ମାମଲାରେ ରାଜୀବ କୁମାରଙ୍କୁ ପଚରାଉଚୁରା କରିଥିଲା। ଚିଟଫଣ୍ଡ ଦୁର୍ନୀତି ସମ୍ପର୍କିତ ପ୍ରମାଣ ନଷ୍ଟ କରିବାରେ ରାଜୀବଙ୍କ ହାତ ଥିବା ସିବିଆଇ ସନ୍ଦେହ କରୁଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories