www.samajalive.in
Monday, December 8, 2025
14.1 C
Bhubaneswar

ଅପରାହ୍ନ ୪ଟା ମୁଖ୍ୟ ଖବର

ଅହମ୍ମଦାବାଦରେ ବିମାନ ଦୁର୍ଘଟଣା.. ଅହମ୍ମଦାବାଦ ବିମାନବନ୍ଦର ନିକଟରେ ଏୟାର ଇଣ୍ଡିଆର ଯାତ୍ରୀବାହୀ ବିମାନରେ ଦୁର୍ଘଟଣା ପରେ ନିଆଁ ଲାଗିଯାଇଛି.. କ୍ରୁ ସଦସ୍ୟଙ୍କ ସହ ମୋଟ୍‌ ୨୪୨ ଯାତ୍ରୀ ଥିବା ସୂଚନା.. ବିମାନରେ ଥିଲେ ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୟ ରୂପାନୀ..

ଯୁକ୍ତ ୩ ନାମଲେଖା ପାଇଁ ପ୍ରକାଶ ପାଇଛି ପ୍ରଥମ ପର୍ଯ୍ୟାୟ ମେଧା ତାଲିକା..  କଳା, ବିଜ୍ଞାନ ଓ ବାଣିଜ୍ୟର କଟ୍‌ଅଫ୍‌ ତାଲିକା ପ୍ରକାଶ.. ସର୍ବାଧିକ କଟ୍‌ଅଫ୍‌ ସହ ଆଗରେ ରହିଛି ରେଭେନ୍ସା ବିଶ୍ୱବିଦ୍ୟାଳୟ..

- Advertisement -

ବନ୍ଧୁକ ମୁନରେ ବ୍ୟାଙ୍କ୍‌ରେ ସଶସ୍ତ୍ର ଡକାୟତି, ୭ ଲକ୍ଷରୁ ଅଧିକ ଲୁଟ୍‌.. ତିହିଡି ବଜାରସ୍ଥିତ ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ୍‌ରୁ ଲୁଟ୍‌.. ବ୍ୟାଙ୍କ ମ୍ୟାନେଜର୍‌ଙ୍କ ମୁଣ୍ଡରେ ବନ୍ଧୁକ ରଖି ୪ ଜଣ ମୁଖାପିନ୍ଧା ଦୁର୍ବୃତ୍ତ ଲୁଟ୍‌ ପରେ ଫେରାର୍‌ ହୋଇଯାଇଥିବା ସୂଚନା..

ଯାଜପୁରରେ ଅଣାୟତ୍ତ ହେଉଛି ଝାଡ଼ାବାନ୍ତି.. ହସ୍ପିଟାଲ୍‌ରେ ବଢ଼ାଗଲା ୨୦୦ ବେଡ୍‌ ସଂଖ୍ୟା..

ରଜ ପାଇଁ ସୋମବାର ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବ ନନ୍ଦନକାନନ.. ପ୍ରତ୍ୟେକ ସୋମବାର ନନ୍ଦନକାନନ ବନ୍ଦ ରହୁଥିବାବେଳେ ଆସନ୍ତା ସୋମବାର ୧୬ ତାରିଖ ଦିନ ନନ୍ଦନକାନନ ଖୋଲା ରହିବ.. ନନ୍ଦନକାନନ ଉପନିର୍ଦ୍ଦେଶକଙ୍କ ସୂଚନା..

 

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories