www.samajalive.in
Monday, December 8, 2025
24.1 C
Bhubaneswar

ବିମାନ ଦୁର୍ଘଟଣାକୁ ‘ବିଧ୍ବଂସକାରୀ’ କହି ଦୁଃଖପ୍ରକାଶ କଲେ ବ୍ରିଟେନ ପ୍ରଧାନମନ୍ତ୍ରୀ

ସମାଜ ଡିଜିଟାଲ ଡେସ୍କ: ଅହମ୍ମଦାବାଦ ଏୟାରଇଣ୍ଡିଆ ବିମାନ ଦୁର୍ଘଟଣାକୁ ‘ବିଧ୍ବଂସକାରୀ’ କହି ଗଭୀର ଦୁଃଖ ପ୍ରକାଶ କରିଛନ୍ତି ବ୍ରିଟେନ ପ୍ରଧାନମନ୍ତ୍ରୀ କେଇର ଷ୍ଟାର୍ମର। ବିମାନ ଦୁର୍ଘଟଣା ଖବର ପାଇ ସେ ଏକ ବିବୃତି ଜାରି କରି ଦୁଃଖ ପ୍ରକାଶ କରିଛନ୍ତି। ଏହି ବିମାନରେ ଥିବା ୨୪୨ ଯାତ୍ରୀଙ୍କ ମଧ୍ୟରୁ ୫୨ ଜଣ ବିଟ୍ରିଶ ନାଗରିକ ଥିଲେ।

ଷ୍ଟାର୍ମର ଏକ୍ସ’ରେ ଏକ ପୋଷ୍ଟ କରି କହିଛନ୍ତି, ବିମାନ ଦୁର୍ଘଟଣାର ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି ତାହା ଅତି ବିଧ୍ବଂସକାରୀ। ପରିସ୍ଥିତି ଉପରେ ସେ ନଜର ରଖିଛନ୍ତି। ବିମାନରେ ଥିବା ଯାତ୍ରୀ ଏବଂ ସେମାନଙ୍କ ପରିବାର ପ୍ରତି ତାଙ୍କର ସମବେଦନା ରହିଛି ବୋଲି କହିଛନ୍ତି। ବିମାନରେ ୧୬୯ ଭାରତୀୟ ରହିଥିବାବେଳେ ୫୨ ବ୍ରିଟିଶ ନାଗରିକ, ଜଣେ କାନାଡ଼ା ନାଗରିକ ଏବଂ ୭ ପର୍ତ୍ତୁଗିଜ ନାଗରିକ ରହିଥିଲେ।

Hot this week

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

Related Articles

Popular Categories