ଭୁବନେଶ୍ଵର: ଗୃହରକ୍ଷୀଙ୍କ ଭତ୍ତା ବୃଦ୍ଧି ହୋଇଛି। ଶୁକ୍ରବାର ଗୃହରକ୍ଷୀଙ୍କ ଦୈନିକ ଡ୍ୟୁଟି କଲ୍ ଅପ୍ ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର। ୬୧୨ରୁ ୬୨୩ ଟଙ୍କାକୁ ବଢିଛି ଭତ୍ତା। ୨୦୨୫ ଜାନୁଆରୀ ପହିଲାରୁ ପିଛିଲା ଭାବେ ଏହା ଲାଗୁ ହେବ। ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦେଶନାମା ଜାରି ହୋଇଛି।
Popular Categories



