www.samajalive.in
Monday, December 8, 2025
17.1 C
Bhubaneswar

ପୁଣି ବଢିଲା ସୁନା, ଭାଙ୍ଗୁଛି ରେକର୍ଡ ପରେ ରେକର୍ଡ, ଜାଣନ୍ତୁ କେତେ

ଭୁବନେଶ୍ୱର : ଚିନ୍ତା ବଢାଇଲା ହୁ ହୁ ହୋଇ ବଢୁଥିବା ସୁନା ଦାମ୍‌ । ଜୁନ୍‌ ୧୪ ଅର୍ଥାତ୍‌ ଶନିବାର ପୁଣି ବଢିଛି ସୁନା ଦାମ୍‌ ।

୨୪ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୧,୦୧,୬୮୦ ଟଙ୍କା ବୃଦ୍ଧି ପାଇଛି । ଗତକାଲି ଏହା ୧,୦୧,୪୦୦ ଟଙ୍କା ଥିଲା । ଏଥିରେ ୨୮୦ ଟଙ୍କା ବୃଦ୍ଧି ପାଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୯୩,୨୦୦ ଟଙ୍କା ରହିଛି । ଗତକାଲି ୯୨,୯୫୦ ଟଙ୍କା ଥିଲା । ଏଥିରେ ୨୫୦ ଟଙ୍କା ବୃଦ୍ଧି ପାଇଛି ।

୧୮ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୭୬,୨୬୦ ଟଙ୍କା ରହିଛି । ଗତକାଲି ୭୬,୦୫୦ ଟଙ୍କା ଥିଲା । ଏଥିରେ ୨୧୦ ଟଙ୍କା ବୃଦ୍ଧି ହୋଇଛି ।

ସେହିପରି ରୁପା ଦାମ୍‌ରେ କୌଣସି ପରିବର୍ତ୍ତନ ହୋଇ ନାହିଁ । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ମଧ୍ୟ ୧୨,୦୦୦ ଟଙ୍କା ଥିଲା ।

ଜୁନ୍‌ ୨୬ରେ ମହାସଂଯୋଗ ; ଏମାନଙ୍କ ପାଇଁ ବରଦାନରୁ ହେବନି କମ୍‌, ହେବେ ଧନୀ, ହେବ ବିବାହ, ମିଳିବ ସଫଳତା

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories