www.samajalive.in
Friday, December 5, 2025
26.1 C
Bhubaneswar

ଇରାନରେ ରହୁଥିବା ଭାରତୀୟଙ୍କ ପାଇଁ ହେଲପଲାଇନ୍‍ ନଂ ଜାରି

ସମାଜ ଡିଜିଟାଲ ଡେସ୍କ: ଭାରତୀୟ ଦୂତାବାସ ପକ୍ଷରୁ ଇରାନରେ ରହୁଥିବା ଭାରତୀୟଙ୍କ ଲାଗି ହେଲପଲାଇନ ନମ୍ବର ଜାରି କରାଯାଇଛି । ଦୁଇଟି ହେଲପଲାଇନ ନମ୍ବର ଜାରି ହୋଇଛି । ଭାରତୀୟ ଦୂତାବାସ ପକ୍ଷରୁ ଏକ ପରାମର୍ଶ ଜାରି କରି କୁହାଯାଇଛି ଯେ ଇରାନ ଏବଂ ଇସ୍ରାଏଲରେ ଉତ୍ତେଜନା ତୀବ୍ର ହୋଇଛି । ଇରାନରେ ଥିବା ଭାରତୀୟ ଦୂତାବାସ ସୋସିଆଲ ମିଡ଼ିଆ ପ୍ଲାଟଫର୍ମ ଏକ୍ସରେ ଏକ ପୋଷ୍ଟ ଲେଖି ହେଲପଲାଇନ ନମ୍ବର ୯୧୨୮୧୦୯୧୧୫ ଏବଂ ୯୧୨୮୧୦୯୧୦୯ ରେ ଯୋଗା ଯୋଗ କରିବାକୁ କୁହାଯାଇଛି । ଜରୁରୀକାଳୀନ ପରିସ୍ଥିତିରେ ଯୋଗାଯୋଗ କରିପାରିବେ । ଭାରତୀୟମାନଙ୍କୁ ଦୂତାବାସର ସ୍ଥାନୀୟ କର୍ତ୍ତୃପକ୍ଷଙ୍କ ସହିତ ଯୋଗାଯୋଗରେ ରହିବାକୁ ମଧ୍ୟ କୁହାଯାଇଛି ।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories