www.samajalive.in
Sunday, December 7, 2025
14.1 C
Bhubaneswar

ରତ୍ନଭଣ୍ଡାର ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ପ୍ରଶାସକଙ୍କ ଏଏସଆଇକୁ ଚିଠି

ପୁରୀ : ରତ୍ନଭଣ୍ଡାର ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ପ୍ରଶାସକ ଡକ୍ଟର ଅରବିନ୍ଦ କୁମାର ପାଢୀ ଶନିବାର ଏଏସଆଇକୁ ନିର୍ଦ୍ଦେଶଙ୍କୁ ଚିଠି ଲେଖିଛନ୍ତି । ରଥଯାତ୍ରା ସମୟରେ ଜୁନ୍‌ ୨୮ ରୁ ଜୁଲାଇ ୬ ମଧ୍ୟରେ କାମ ତ୍ୱରାନ୍ୱିତ ସହ ଶେଷ କରନ୍ତୁ । ରତ୍ୱଭଣ୍ଡାରର ଗୁରୁତ୍ୱ ଦୃଷ୍ଟିରୁ ଅଗ୍ରାଧିକାର ଭିତ୍ତିରେ ହାତକୁ ନିଅନ୍ତୁ । ରଥଯାତ୍ରା ବେଳେ ଗର୍ଭଗୃହ, ଅନ୍ୟାନ୍ୟ ସଂରକ୍ଷଣ କାର୍ଯ୍ୟ ତଦାରଖ ହେଉ । ଉପନିର୍ଦ୍ଦେଶକ କିମ୍ବା ନିର୍ଦ୍ଦେଶକ ପଦବୀ ଅଧିକାରୀଙ୍କ ଦ୍ୱାରା ତଦାରଖ ହେଉ ବୋଲି ସେ କହିଛନ୍ତି । ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ ସୁରକ୍ଷା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଛି ।

ଜୁନ୍‌ ୨୬ରେ ମହାସଂଯୋଗ ; ଏମାନଙ୍କ ପାଇଁ ବରଦାନରୁ ହେବନି କମ୍‌, ହେବେ ଧନୀ, ହେବ ବିବାହ, ମିଳିବ ସଫଳତା

- Advertisement -

ଏହାସହ ରଥଯାତ୍ରାକୁ କିଭଳି ଶୃଙ୍ଖଳିତ ଭାବେ ଶେଷ କରାଯିବ ବୋଲି ଶ୍ରୀମନ୍ଦିର କାର୍ଯ୍ୟାଳୟରେ ରଥଯାତ୍ରା ପରିଚାଳନା ନେଇ ମଧ୍ୟ ବୈଠକ ବସିଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଦଇତାପତି, ସମସ୍ତ ବାଡଗ୍ରାହୀ ଓ ନିଯୋଗର ସଦସ୍ୟ ବୈଠକରେ ଉପସ୍ଥିତ ଅଛନ୍ତି ।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories