www.samajalive.in
Monday, December 8, 2025
27.1 C
Bhubaneswar

ଆଖିବୁଜା ଗୁଳିମାଡ, ୧୦୦ ମୃତ

ନୂଆଦିଲ୍ଲୀ : ନାଇଜେରିଆରେ ଗଣହତ୍ୟା। ଅତିକମ୍‌ରେ ୧୦୦ ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ବନ୍ଧୁକଧାରୀ ମାନେ ଅଚାନକ ଭାବେ ଆସି ସାଧାରଣ ଲୋକଙ୍କ ଉପରେ ଗୁଳିମାଡ କରିଥିଲେ। ଏପରିକି ଗୁଳିମାଡ କରିବା ସହ ବନ୍ଦ କୋଠରୀରେ ଲୋକମାନଙ୍କୁ ଜୀଅନ୍ତା ଜାଳି ଦେଇଛନ୍ତି। ମୃତକଙ୍କ ମଧ୍ୟରେ ଅଧିକାଂଶ ଚାଷୀ ହୋଇଥିବା ସୂଚନା ମିଳିଛି। ନାଇଜେରିଆର ବେନ୍ୟୁ ରାଜ୍ୟରେ ଏଭଳି ଅଘଟଣ ଘଟିଛି।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

Related Articles

Popular Categories