www.samajalive.in
Saturday, December 13, 2025
21.1 C
Bhubaneswar

ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ସମାଜ ଡିଜିଟାଲ ଡେସ୍କ: ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ ଏନଏସି ଅନ୍ତର୍ଗତ ୧୨ ନମ୍ବର ଓ୍ବାର୍ଡର କୃପାସିନ୍ଧୁ ମଲ୍ଲିକ।

ଭୁବନରେ ୪୦ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଭୁବନ ଡାକ୍ତରଖାନାରେ ସେମାନଙ୍କର ଚିକିତ୍ସା ଚାଲିଥିବା ଜଣାପଡ଼ିଛି।

Hot this week

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

Related Articles

Popular Categories