www.samajalive.in
Monday, December 15, 2025
15.1 C
Bhubaneswar

ବଜ୍ରପାତରେ ଆଇସିଡ଼ିଏସ ପରିଦର୍ଶିକାଙ୍କ ଅକାଳ ମୃତ୍ୟୁ

ପାଟଣା : ପାଟଣା ବ୍ଲକ ଅନ୍ତର୍ଗତ ବାଉଁଶୁଳି ଗ୍ରାମର ବାସିନ୍ଦା ତଥା ହରିଚନ୍ଦନପୁର ବ୍ଲକ ମୁଖ୍ୟାଳୟରେ ସମନ୍ୱିତ ଶିଶୁ ବିକାଶ ବିଭାଗରେ ପରିଦର୍ଶିକା ଭାବେ କାର୍ଯ୍ୟରତ ଶୈଳେନ୍ଦ୍ରି ନାଏକ(୫୭)ଙ୍କର ଆଜି ବଜ୍ରପାତରେ ଅକାଳ ବିୟୋଗ ଘଟିଛି। ନିଜ ଗ୍ରାମରେ ଘରୋଇ କାମ କରୁଥିବା ସମୟରେ ବାଡ଼ି ପଟକୁ ଯିବା ସମୟରେ ଅପରାହ୍ନରେ ବଜ୍ରପାତ ହୋଇଥିଲା। ବଜ୍ରପାତରେ ସଙ୍କଟାପନ୍ନ ହୋଇ ପଡିଥିବା ଶୈଳେନ୍ଦ୍ରିଙ୍କୁ ଧରଣୀଧର ଭେଷଜ ବିଶ୍ଵବିଦ୍ୟାଳୟ ଚିକିତ୍ସାଳୟକୁ ନିଆଯାଇଥିବାବେଳେ ଡ଼ାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଏନେଇ ତୁରୁମୁଙ୍ଗା ପୁଲିସକୁ ସୂଚନା ଦିଆଯାଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories