www.samajalive.in
Friday, December 5, 2025
27.1 C
Bhubaneswar

ଗଜପତି ମହାରାଜାଙ୍କ ଭାତୃ ବିୟୋଗ

ଭୁବନେଶ୍ଵର:   ଗଜପତି ମହାରାଜାଙ୍କ ଭାତୃ ବିୟୋଗ। ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ସାନ ଭାଇ ରଣାର୍ଣ୍ଣବ ଦେବଙ୍କ ପରଲୋକ ଘଟିଛି। ରବିବାର ରାତିରେ ପୁରୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଃଶ୍ଵାସ ତ୍ୟାଗ କରିଛନ୍ତି। ମୃତ୍ୟ ବେଳକୁ ତାଙ୍କୁ ୬୭ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ବର୍ଷ ହେବ ମାମୁଁଘର ନୀଳଗିରିରେ ରହି ଆସୁଥିଲେ ।  ରାଜକୀୟ ପରମ୍ପରା ଅନୁଯାୟୀ ରଣାର୍ଣ୍ଣବଙ୍କ ଶେଷକୃତ୍ୟ ସମ୍ପନ୍ନ କରାଯିବା ନେଇ ସୂଚନା ମିଳିଛି। ନୀଳଗିରି ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories