www.samajalive.in
Sunday, December 7, 2025
23.1 C
Bhubaneswar

ସାରଣରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ; ୫ ମୃତ

ପାଟନା : ବିହାରର ସାରଣ ଜିଲାରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । ଏଠାରେ ଏକ ପିକ୍‌ଅପ୍‌ର ଟାୟାର ଫାଟି ରାସ୍ତା ମଝିରେ ଓଲଟି ପଡିଥିଲା । ସେଥିରେ ପ୍ରାୟ ୨୫ ଜଣ ଯାତ୍ରା କରୁଥିଲେ । ଏହି ଦୁର୍ଘଟଣାରେ ପ୍ରାୟ ୫ ଜଣଙ୍କ ଜୀବନ ଚାଲି ଯାଇଛି । ଏହାସହ ୨୦ ଜଣ ଆହତ ହୋଇଛନ୍ତି । ଦୁର୍ଘଟଣା ପରେ ହଇଚଇ ସୃଷ୍ଟି ହୋଇଥିଲା । ଖବର ପାଇବା ମାତ୍ରେ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ମୃତାହତଙ୍କୁ ହସ୍ପିଟାଲ ନେଇଥିଲେ ।
କୁହାଯାଉଛି ଯେ ଏହି ପିକଅପ୍‌ଟି ଦିଘୱାରାରୁ ମକା ଲୋଡ୍ କରି ବୈଶାଳୀ ଜିଲ୍ଲାର ସରାଇକୁ ଯାଉଥିଲା।

ବଡ ଅଘଟଣରୁ ବର୍ତ୍ତିଲା ଯାତ୍ରୀବାହୀ ବିମାନ; ଥିଲେ ୨୫୦ ଯାତ୍ରୀ

ଦେଖନ୍ତୁ ଭିଡିଓ ; ଜନବସତିରେ ପଶି ପାଣି ପାଇଁ କେମିତି ଛଟପଟ ହେଲା ବାଘ

- Advertisement -

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories