www.samajalive.in
Sunday, December 7, 2025
26.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ; ୧୫ କଂଗ୍ରେସ କର୍ମୀ ଅଟକ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଙ୍କ ବଲାଙ୍ଗିର ଗସ୍ତ କରିବେ । ସେଠାରେ ଆୟୋଜିତ ରାଜ୍ୟସ୍ତରୀୟ କୃଷକ ଶକ୍ତି ସମାବେଶରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ହେଲେ ଏହା ପୂର୍ବରୁ ୧୫ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ପୁଲିସ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରୁଥିବାରୁ ବଲାଙ୍ଗିର, ଟିଟିଲାଗଡ ଓ ଦେଓଗାଁରୁ ୧୫ଜଣଙ୍କୁ ଅଟକ ରଖାଯାଇଛି ।

Hot this week

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

Related Articles

Popular Categories