www.samajalive.in
Friday, December 5, 2025
20.1 C
Bhubaneswar

ଖୁସି ସହ ଆଶ୍ୱସ୍ତି ଖବର ; ଶସ୍ତା ହେଲା ସୁନା, ଏକାଥରେ ଏତିକି କମିଲା ଦାମ୍‌

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । ଜୁନ୍‌ ୧୭ ଅର୍ଥାତ୍‌ ମଙ୍ଗଳବାର କମିଛି ସୁନା ଦର । ଲକ୍ଷେ ଟଙ୍କା ପାର୍‌ ହେବା ପରେ ସୁନା ଦରରେ ୧,୧୪୦ ଟଙ୍କା ହ୍ରାସ ହୋଇଛି ।

୨୪ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୧,୦୦,୩୭୦ ଟଙ୍କା ରହିଛି । ଗତକାଲି ଏହା ୧,୦୧,୫୧୦ ଟଙ୍କା ଥିଲା । ଏଥିରେ ୧,୧୪୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୨,୦୦୦ ଟଙ୍କା ରହିଛି । ଗତକାଲି ଏହା ୯୩,୦୫୦ ଟଙ୍କା ଥିଲା । ଏଥିରେ ୧,୦୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୫,୨୮୦ ଟଙ୍କା ରହିଛି । ଗତକାଲି ୭୬,୧୪୦ ଟଙ୍କା ଥିଲା । ଏଥିରେ ୮୬୦ ଟଙ୍କା ହ୍ରାସ ହୋଇଛି ।

ରୁପା ଦାମ୍‌ ବୃଦ୍ଧି ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୨,୦୦୦ ଟଙ୍କା ରହିଛି । ଗତକାଲି ୧୧,୯୯୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ବୃଦ୍ଧି ହୋଇଛି ।

ଦୀର୍ଘ ୧୮ ବର୍ଷ ପରେ ଏକାଠି ହେବେ ବୁଧ-କେତୁ : ଜାଣନ୍ତୁ କେଉଁ କେଉଁ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ବଦଳିବ ସବୁକିଛି, ହେବେ ମାଲାମାଲ୍‌..

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories