www.samajalive.in
Saturday, December 13, 2025
26.1 C
Bhubaneswar

ଖୁବଶୀଘ୍ର ଅନଲାଇନରେ ମିଳିବ ଆମ୍ବୁଲାନ୍ସ ସେବା

ସମାଜ ଡିଜିଟାଲ ଡେସ୍କ: ରାଜ୍ୟରେ ଖୁବଶୀଘ୍ର ଆରମ୍ଭ ହେବ ଅନଲାଇନରେ ଆମ୍ବୁଲାନ୍ସ ସେବା । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଦେଇଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା । ମନ୍ତ୍ରୀ କହିଛନ୍ତି ଯେ ଓଡ଼ିଶା ଯାତ୍ରୀ ଆପ୍‍ ରେ ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିହେବ । ଏହି ଆପ୍‍ ରେ ଉଭୟ ସରକାରୀ ଓ ଘରୋଇ ଆମ୍ବୁଲାନ୍ସ ବୁକିଂ କରିପାରିବେ ସାଧାରଣ ଲୋକେ । ଲୋକଙ୍କୁ ଏହି ସୁବିଧା ଯୋଗାଇ ଦେବାକୁ ଖୁବଶୀଘ୍ର ପରିବହନ ବିଭାଗ ପ୍ରକ୍ରିୟା ଆରମ୍ଭ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories