www.samajalive.in
Saturday, December 13, 2025
21.1 C
Bhubaneswar

ଦକ୍ଷିଣ ଆଫ୍ରିକାରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା, ୧୨ ମୃତ

ଡେସ୍କ: ଦକ୍ଷିଣ ଆଫ୍ରିକାରେ କ୍ୱାଜୁଲୁ-ନାଟାଲ ପ୍ରଦେଶରେ ଏକ ବସ୍ ଏବଂ ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ଅତି କମରେ ୧୨ ଜଣଙ୍କର ମୃତ୍ୟୁ ହୋଇଛି। ଗତକାଲି ରାତିରେ ଏହି ଦୁର୍ଘଟଣା ଘଟିଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ଘଟଣାସ୍ଥଳରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୧୦ ଜଣଙ୍କୁ ଗୁରୁତର ଆହତ କରାଯାଇ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପରେ ଆଉ ଦୁଇଜଣ ଆହତ ହସ୍ପିଟାଲରେ ମୃତ୍ୟୁବରଣ କରିଛନ୍ତି। ଦୁର୍ଘଟଣାର କାରଣ ଜାଣିବା ପାଇଁ ତଦନ୍ତ ଚାଲିଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

Related Articles

Popular Categories