www.samajalive.in
Monday, December 8, 2025
13.1 C
Bhubaneswar

ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ବର : ଗୋପାଳପୁର ଗଣଦୁଷ୍କର୍ମ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ । କ୍ରାଇମବ୍ରାଞ୍ଚର ମହିଳା ଓ ଶିଶୁ ଅପରାଧ ଶାଖା ତଦନ୍ତ କରିବା ନେଇ ପୋଲିସ ଡିଜି ଓ୍ବାଇ ବି ଖୁରାନିଆ ନିର୍ଦ୍ଦେଶ ଦେଇଛନ୍ତି । ଆଇଜି ଏସ.ସାଇନିଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ତଦନ୍ତ ହେବ । କହିରଖୁଛୁ ଗୋପାଳପୁର ବେଳାଭୂମିରେ ଜଣେ କଲେଜ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ୧୦ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ବ୍ରହ୍ମପୁର ପୁଲିସ। ଗିରଫ ୧୦ ଜଣଙ୍କ ମଧ୍ୟରେ ୪ ଜଣ ନାବାଳକ ରହିଛନ୍ତି। ଏହି ନାବାଳକମାନଙ୍କୁ ୧୭ ବର୍ଷ ହୋଇଥିବା ଜଣାପଡ଼ିଛି।

Hot this week

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

ଯାତ୍ରୀଙ୍କୁ ଟିକଟ ଅର୍ଥ ଫେରାଇଲା ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନ ଉଡାଣ ବାତିଲ ବାବଦକୁ ଇଣ୍ଡିଗୋ ଏୟାର ଲାଇନ୍ସ...

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

Related Articles

Popular Categories