www.samajalive.in
Sunday, December 7, 2025
18.1 C
Bhubaneswar

ସମୁଦ୍ରରେ ବୁଡିଗଲେ ୩ ପର୍ଯ୍ୟଟକ, ଜଣେ ମୃତ

ସମାଜ ଡିଜିଟାଲ ଡେସ୍କ: ଜଳେଶ୍ୱର ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଅଘଟଣ । ସମୁଦ୍ରରେ ଗାଧୋଇବା ବେଳେ ୩ଜଣ ପର୍ଯ୍ୟଟକ ବୁଡିଯାଇଥିଲେ । ସେମାନଙ୍କ ମଧ୍ୟରୁ ୨ଜଣଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଅନ୍ୟ ଜଣେ ନିଖୋଜ ଅଛନ୍ତି । ଉଦ୍ଧାର ଦୁଇ ପର୍ଯ୍ୟଟକଙ୍କ ମଧ୍ୟରୁ ଜଣଙ୍କର ମୃତ୍ୟୁ ହୋଇଛି । ନିଖୋଜ ପର୍ଯ୍ୟଟକଙ୍କର ପତ୍ତା ମିଳୁନଥିବାରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି ।

Hot this week

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

Related Articles

Popular Categories