www.samajalive.in
Saturday, December 6, 2025
16.1 C
Bhubaneswar

ମୋଦୀଙ୍କୁ ଭେଟିଲେ ଜର୍ଜିଆ ମେଲୋନୀ

ସମାଜ ଡିଜିଟାଲ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ । କାନାଡାର କାନାନାସକିସରେ ଅନୁଷ୍ଠିତ ୫୧ତମ ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ଇଟାଲୀ ପ୍ରଧାନମନ୍ତ୍ରୀ ଜର୍ଜିଆ ମେଲୋନୀ ସାମିଲ ହୋଇଥିଲେ । ଏହି ଅବସରରେ ଉଭୟ ନେତା ପରସ୍ପରକୁ ଭେଟି କଥାବାର୍ତ୍ତା ହୋଇଛନ୍ତି ।

- Advertisement -

Hot this week

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

Related Articles

Popular Categories