www.samajalive.in
Saturday, December 6, 2025
26.1 C
Bhubaneswar

ବିଦ୍ୟୁତ ଆଘାତରେ ଜଣେ ମୃତ

ବାଲେଶ୍ବର : ବିଦ୍ୟୁତ ତାର ଲାଗି ଜଣଙ୍କର ମୃତ୍ୟୁ ହୋଇଯାଇଛି। ଏପରି ଅଭାବନୀୟ ଘଟଣା ବାଲେଶ୍ବର ଜିଲା ସରଶଙ୍ଖ ନିକଟରେ ଘଟିଛି। ଜଣେ ଯୁବକ ଏକ ପିକଅପ ଭ୍ୟାନରେ କାଠ ବୋଝେଇ କରୁଥିବା ବେଳେ ୧୧କେଭି ତାର ସଂସ୍ପର୍ଶରେ ଆସିଥିଲେ। ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଛି।

 

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories