www.samajalive.in
Sunday, December 14, 2025
14.1 C
Bhubaneswar

ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ଵର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହେଉଛି। ତରୁଣ ପିଢିର ଚିନ୍ତା ଓ ଚେତନାର ଅନନ୍ୟ ପରିପ୍ରକାଶ ପାଇଁ ସମାଜ ପକ୍ଷରୁ ଅଭିନବ ପ୍ରୟାସ କରାଯାଉଛି। ଏଥିରେ ଅଷ୍ଟମର ଦଶମ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀମାନେ ଭାଗ ନେଇପାରିବେ। ୨୨ ଜୁନରେ ବ୍ଲକସ୍ତରୀୟ , ୨୪ ଜୁନରେ ଜିଲ୍ଲାସ୍ତରୀୟ ଏବଂ ୨୬ ଜୁନରେ ରାଜ୍ୟସ୍ତରୀୟ ପ୍ରତିଯୋଗିତା ପୂର୍ବାହ୍ନ ୯ଟା ସମୟରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାର ଦୁଇ ଘଣ୍ଟା ପୂର୍ବରୁ samajalive.inରେ ଘୋଷଣା ହେବ। ଯୋଗାଯୋଗ ଏବଂ ପ୍ରତିଯୋଗିତା ସ୍ଥାନର ସବିଶେଷ ବିବରଣୀ ପରବର୍ତ୍ତୀ ଦିନ ମାନଙ୍କରେ ପ୍ରକାଶ ପାଇବ।

Hot this week

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

ଜିଲାପାଳଙ୍କୁ ମୁଣ୍ଡିଆ ମାରି ଧାନ କିଣିବାକୁ ଗୁହାରି

ପଦ୍ମପୁର : ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ପଦ୍ମପୁର ଉପଖଣ୍ଡ ଚାଷୀଙ୍କ ଅସନ୍ତୋଷର...

ସାପ୍ତାହିକ ରାଶିଫଳ: ଏହି ଦୁଇ ରାଶି ସତର୍କ ରୁହନ୍ତୁ

ମେଷ: ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ନୂତନ କାର୍ଯ୍ୟ ପାଇଁ...

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

Related Articles

Popular Categories