www.samajalive.in
Saturday, December 13, 2025
26.1 C
Bhubaneswar

କଟକ ଶଙ୍କରପୁରରେ ୨ଟି ପାଣି କମ୍ପାନୀ ସିଲ୍‌

କଟକ : କଟକରେ ସିଏମସି ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ୨ଟି ପାଣି କମ୍ପାନୀରେ ବୁଧବାର ଚଢାଉ କରାଯାଇଛି । ଶଙ୍କରପୁର ଦାସସାହି ଓ ଉପରସାହି ସ୍ଥିତ ପାଣି କମ୍ପାନୀ ସିଲ୍‌ କରାଯାଇଛି । ପାଣିକୁ ବିଶୁଦ୍ଧ ନକରି ବିକ୍ରି କରୁଥିବା ଅଭିଯୋଗରେ ସିଲ୍‌ କରାଯାଇଛି । ବିଶୁଦ୍ଧ ନକରି ମାର୍କେଟ୍‌କୁ ୨୦ ଲିଟର ବିଶିଷ୍ଟ ପାଣି ଜାର୍‌ ଛଡାଯାଉଥିଲା । ଘଟଣାର ତଦନ୍ତ ଜାରି ରହିଛି ।

ଜୁଲାଇରେ ମହାସଂଯୋଗ.. ବୃହସ୍ପତି-ଶନି ପୁଣି ଚନ୍ଦ୍ରମା-ରାହୁ ଚଳନ; ଜାଣନ୍ତୁ କେଉଁ ରାଶି ହେବେ କୋଟିପତି, କାହାର ହେବ ବିବାହ, ମିଳିବ ସନ୍ତାନ ସୁଖ

- Advertisement -

 

ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ;ବୁଢିଆଣୀ ଜାଲରେ ଫସି ଛଟପଟ ହେଲା ସାପ

ମୋଦୀ-ଟ୍ରମ୍ପ ଆଲୋଚନା ; ମଧ୍ୟସ୍ଥତାଠାରୁ ଆତଙ୍କବାଦ ପର୍ଯ୍ୟନ୍ତ..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories