www.samajalive.in
Sunday, December 14, 2025
16.1 C
Bhubaneswar

ଗୋପାଳପୁର ବେଳାଭୂମି ଗଣଦୁଷ୍କର୍ମ ଅଞ୍ଚଳ ବୁଲି ଦେଖିଲେ ଖଣିମନ୍ତ୍ରୀ

ଗୋପାଳପୁର: ଗୋପାଳପୁର ବେଳାଭୂମିରେ ଗତ ରବିବାର ରାତିରେ ଘଟିଥିବା ଗଣଦୁଷ୍କର୍ମ ସ୍ଥାନ ପରିଦର୍ଶନରେ ଆସି ଅଞ୍ଚଳ ବୁଲି ଦେଖିଛନ୍ତି ଗୋପାଳପୁର ବିଧାୟକ ତଥା ରାଜ୍ୟ ଖଣି ଇସ୍ପାତ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା। ପରିଦର୍ଶନ ସମୟରେ ନିଜେ ବ୍ରହ୍ମପୁର ଆରକ୍ଷୀ ଅଧିକ୍ଷକ ଡା. ଶ୍ରବଣ ବିବେକ କୁମାରଙ୍କ ସହ ଗୋପାଳପୁର ଥାନା ଆଇଆଇସି ପ୍ରଶାନ୍ତ ମଲ୍ଲିକ, ବ୍ରହ୍ମପୁର ଉପଜିଲ୍ଲାପାଳ ଧିନା ଦସ୍ତାଗିର ପ୍ରମୁଖ ଉପସ୍ଥିତ ରହିଥିଲେ। ଏହି ଅବସରରେ ମନ୍ତ୍ରୀ ଗଣଦୁଷ୍କର୍ମ ସ୍ଥାନରେ‌ ପହଞ୍ଚି ସମସ୍ତ ତଦନ୍ତ ବ୍ୟବସ୍ଥାର ନିରୀକ୍ଷଣ କରିଥିଲେ। ଏହାସହ ବେଳାଭୂମିରେ ଆଲୋକୀକରଣ ବ୍ୟବସ୍ଥାସହ ବେଳାଭୂମିର ନବୀକରଣ କରାଯିବ ବୋଲିି କହିଛନ୍ତି ମନ୍ତ୍ରୀ। ବେଳାଭୂମିରେ ପାଟ୍ରୋଲିଂ ବ୍ୟବସ୍ଥା କଡ଼ାକଡ଼ି କରିବାକୁ ପୁଲିସକୁ ନିର୍ଦ୍ଦେଶ ଦେଇଛନ୍ତି ମନ୍ତ୍ରୀ ବିଭୂତି ଜେନା।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories