www.samajalive.in
Monday, December 8, 2025
17.1 C
Bhubaneswar

ମାଡି ଚାଲିଛି ଝାଡାବାନ୍ତି, ଉଦଳାରେ ୨୫ରୁ ଅଧିକ, ଯାଜପୁରରେ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର : ଜିଲାରୁ ଜିଲାକୁ ବ୍ୟାପୁଛି ଝାଡାବାନ୍ତି । ଉଦଳା ମେଡିକାଲରେ ପ୍ରାୟ ୨୫ରୁ ଅଧିକ ଝାଡାବାନ୍ତିରେ ଆକ୍ରାନ୍ତ ହୋଇଥିବା ବୁଧବାର ଖବର ସାମ୍ନାକୁ ଆସିଛି । ଉଦଳା ଆଖପାଖରେ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସେହିପରି ଯାଜପୁରରେ ଆଉ ୪୯ ନମୁନାରୁ ଆଉ ୧୬ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏନେଇ ଯାଜପୁର ସିଡିଏମ୍‌ଓ ସୂଚନା ଦେଇଛନ୍ତି । ଦୁଇଟି ପର୍ଯ୍ୟାୟରେ ହୋଇଥିବା ନମୁନାରୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ୨୧ରୁ ୧୧ ଓ ପରବର୍ତ୍ତୀ ୨୮ ନମୁନାରୁ ୫ କଲେରା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି ।

ଜିଲାରୁ ଜିଲାକୁ ଝାଡାବାନ୍ତି ବ୍ୟାପୁଥିବାରୁ ସବୁ ଜିଲାକୁ ଆଲର୍ଟରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏନେଇ ସ୍ୱାସ୍ଥ୍ୟ ସଚିବ ଅଶ୍ୱତୀ ଏସ୍‌ଙ୍କ କହିଛନ୍ତି, କେବଳ ୫ ଜିଲା ନୁହେଁ ସବୁ ଜିଲା ଆଲର୍ଟରେ ରହିବେ । ପ୍ରତ୍ୟେକ ଦିନ ରାଜ୍ୟ ସ୍ତରୀୟ ସମୀକ୍ଷା ହେବ ।ରୋଗୀଙ୍କୁ ୨୪ ଘଣ୍ଟିଆ ନିରୀକ୍ଷଣରେ ରଖାଯାଇଛି ।

ଜୁଲାଇରେ ମହାସଂଯୋଗ.. ବୃହସ୍ପତି-ଶନି ପୁଣି ଚନ୍ଦ୍ରମା-ରାହୁ ଚଳନ; ଜାଣନ୍ତୁ କେଉଁ ରାଶି ହେବେ କୋଟିପତି, କାହାର ହେବ ବିବାହ, ମିଳିବ ସନ୍ତାନ ସୁଖ

- Advertisement -

ବଡ ଖବର ; ବଦଳିଲା ଫାସ୍‌ ଟ୍ୟାଗ୍‌ ନିୟମ, ଏଣିକି ଥରକେ ୩ ହଜାର ..

ଦେଖନ୍ତୁ ଆଶ୍ଚର୍ଯ୍ୟଜନକ ଦୃଶ୍ୟ ;ବୁଢିଆଣୀ ଜାଲରେ ଫସି ଛଟପଟ ହେଲା ସାପ

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories