www.samajalive.in
Thursday, December 11, 2025
14.1 C
Bhubaneswar

ଜୁନ୍ ୨୦ ତାରିଖରେ କଟକ-ଭୁବନେଶ୍ବରରେ ସମସ୍ତ ସ୍କୁଲ ବନ୍ଦ

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ଭୁବନେଶ୍ବର ଓ କଟକରେ ସମସ୍ତ ସ୍କୁଲ ବନ୍ଦ ରହିବ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଓଡ଼ିଶା ଗସ୍ତକୁ ନଜରରେ ରଖି ୨ ସହରର ସମସ୍ତ ସ୍କୁଲ ଛୁଟି ଘୋଷଣା କରାଯାଇଛି । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ଖୋର୍ଦ୍ଧା, କଟକ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖାଯାଇଛି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ୨୦ ତାରିଖରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ଆସିବେ । ସେଦିନ ସେ ରୋଡ ସୋ’ କରିବାର କାର୍ଯ୍ୟକ୍ରମ ଥିବାବେଳେ ଟ୍ରାଫିକ୍‌ ସମସ୍ୟା ଆଶଙ୍କା କରି ସ୍କୁଲ୍‌ ଛୁଟି ପାଇଁ ଗଣ ଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories