www.samajalive.in
Friday, December 5, 2025
20.1 C
Bhubaneswar

ଇରାନରେ ଫସିଥିବା ଭାରତୀୟଙ୍କ ପାଇଁ ଅପରେସନ ସିନ୍ଧୁ ଆରମ୍ଭ

ନୂଆଦିଲ୍ଲୀ : ଇରାନରେ ଫସିଥିବା ଭାରତୀୟଙ୍କ ପାଇଁ ଅପରେସନ ସିନ୍ଧୁ ଆରମ୍ଭ କରାଯାଇଛି । ଏହି ଅପରେସନ ଅଧୀନରେ ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଇରାନରେ ଫସି ରହିଥିବା ଭାରତୀୟ ନାଗରିକଙ୍କୁ ବାହାର କରାଯାଉଛି। ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଭାରତୀୟମାନଙ୍କୁ ସୁରକ୍ଷା ଦେବା ପାଇଁ ଦେଶ ଏହି ଅପରେସନ ଆରମ୍ଭ କରିଛି । ପ୍ରଥମ ପର‌୍ୟ୍ୟାୟରେ ସୁରକ୍ଷିତ ଭାବେ ୧୧୦ ଭାରତୀୟଙ୍କୁ ଉଦ୍ଧାର କରାଯାଇଛି ।

Hot this week

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

Related Articles

Popular Categories