www.samajalive.in
Saturday, December 6, 2025
23.1 C
Bhubaneswar

ଆସିଲା ‘ସନ୍‌ ଅଫ୍‌ ସର୍ଦ୍ଦାର ୨’ର ପ୍ରଥମ ପୋଷ୍ଟର, ତୋପ ଉପରେ ଅଜୟ

ମୁମ୍ବଇ: ଅଜୟ ଦେବଗନଙ୍କ ବହୁପ୍ରତୀକ୍ଷିତ ଚଳଚ୍ଚିତ୍ର ‘ସନ୍‌ ଅଫ୍‌ ସର୍ଦ୍ଦାର ୨’ର ପୋଷ୍ଟର ଗୁରୁବାର ରିଲିଜ୍‌ ହୋଇଛି। ପୋଷ୍ଟରରେ ଅଜୟ ଦେବଗନ ପଗଡ଼ି ବାନ୍ଧି ସର୍ଦ୍ଦାର ଅବତାରରେ ନଜର ଆସିଛନ୍ତି। ସେ ଦୁଇଟି ତୋପ ଉପରେ ଠିଆ ହୋଇଛନ୍ତି। ପୋଷ୍ଟର ସହ ଫିଲ୍ମର ମୁକ୍ତିଲାଭ ତାରିଖ ମଧ୍ୟ ସାମ୍ନାକୁ ଆସିଛି।


ଜୁଲାଇ ୨୫ରେ ପରଦାକୁ ଆସିବ ‘ସନ୍‌ ଅଫ୍‌ ସର୍ଦ୍ଦାର ୨’। ଏହା ୨୦୧୨ରେ ମୁକ୍ତିଲାଭ କରିଥିବା ଫିଲ୍ମ ‘ସନ୍ ଅଫ୍ ସର୍ଦ୍ଦାର’ର ସିକ୍ୱେଲ୍। ଫିଲ୍ମରେ ଅଜୟ ଦେବଗନ, ମୃଣାଳ ଠାକୁର ଓ ସଞ୍ଜୟ ଦତ୍ତ ଗୁରୁତ୍ଵପୂର୍ଣ୍ଣ ଭୂମିକାରେ ଅଭିନୟ କରିଛନ୍ତି। ଅଜୟ ଦେବଗନଙ୍କ ପ୍ରଯୋଜନାରେ ନିର୍ମିତ ଏହି ଚଳଚ୍ଚିତ୍ରର ନିର୍ଦେଶନା ଭାର ବହନ କରିଛନ୍ତି ବିଜୟ କୁମାର ଅରୋରା।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories