www.samajalive.in
Friday, December 5, 2025
23.1 C
Bhubaneswar

ଓଡିଶା ଆସିବେ ରାହୁଲ ଗାନ୍ଧୀ

ଭୁବନେଶ୍ଵର: ଓଡିଶା ଆସିବେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଜୁଲାଇ ଦ୍ଵିତୀୟ ସପ୍ତାହରେ ଓଡିଶା ଗସ୍ତରେ ଆସୁଛନ୍ତି ରାହୁଲ ଗାନ୍ଧୀ। ରାହୁଲଙ୍କ ଓଡିଶା ଗସ୍ତ ସମ୍ପର୍କରେ ସୂଚନା ଦେଇଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି ରାହୁଲଙ୍କ ସହ ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ମଧ୍ୟ ଓଡିଶା ଆସିବେ। ଜୁଲାଇ ୭ ପରେ ୮ , ୯ କିମ୍ବା ୧୦ ତାରିଖରେ ଓଡିଶା ଆସିପାରନ୍ତି ରାହୁଲ। କଂଗ୍ରେସ ର ମହିଳା ବିରୋଧୀ ହିଂସା କାର୍ଯ୍ୟକ୍ରମରେ ରାହୁଲ ଗାନ୍ଧୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ମହିଳା ଅତ୍ୟାଚାର ବିରୋଧରେ ଭୁବନେଶ୍ଵରରେ ଏକ ବଡ ସମାବେଶ ଆୟୋଜନ କରିବାକୁ ଯାଉଛି କଂଗ୍ରେସ। ଏହି ସମାବେଶରେ ହଜାର ହଜାର ସଂଖ୍ୟାରେ ନେତା ଓ କର୍ମୀ ଯୋଗଦେବା ନେଇ ସୂଚନା ରହିଛି।

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories