www.samajalive.in
Saturday, December 13, 2025
26.1 C
Bhubaneswar

ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀ ନିପାତ

ମାଲକାନଗିରି :ଏନକାଉଣ୍ଟରରେ ଦୁଇ ମାଓବାଦୀ ନିପାତ। ସୀମାନ୍ତ ଛତିଶଗଡରେ ଯବାନ ଏବଂ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଦୁଇ ମାଓବାଦୀଙ୍କର ମୃତ୍ୟୁ ଘଟିଛି। କାଙ୍କେର ଜଙ୍ଗଲରେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏବେବି ଅଞ୍ଚଳରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories