www.samajalive.in
Saturday, December 13, 2025
26.1 C
Bhubaneswar

ଭାରତୀୟ ସଭ୍ୟତା ଏବଂ ସଂସ୍କୃତିକୁ ସମୃଦ୍ଧ କରୁଛି ଓଡିଶା – ପ୍ରଧାନମନ୍ତ୍ରୀ

ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାରେ ବିଜେପି ସରକାରର ଏକ ବର୍ଷ ପୂର୍ତ୍ତି ଅବସରରେ ଆୟୋଜିତ ରାଜ୍ୟସ୍ଥରୀୟ ସମାରୋହରେ ଯୋଗ ଦେଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି, ଶହ ଶହ ବର୍ଷ ଧରି ଓଡ଼ିଶା ଭାରତୀୟ ସଭ୍ୟତା ଏବଂ ସଂସ୍କୃତିକୁ ସମୃଦ୍ଧ କରିଆସୁଛି। ସେ କହିଛନ୍ତି, ଆଜି ଯେତେବେଳେ ବିକାଶ ଏବଂ ଐତିହ୍ୟର ମନ୍ତ୍ର ଭାରତର ପ୍ରଗତିରେ ଆଧାର ପାଲଟିଛି, ସେହି ସମୟରେ ଓଡ଼ିଶାର ଭୂମିକା ଆହୁରି ଗୁରୁତ୍ୱପୂର୍ଣ୍ଣ ହୋଇଛି।

ପ୍ରଧାନମନ୍ତ୍ରୀ କହିଛନ୍ତି, ବିଗତ ବର୍ଷଗୁଡ଼ିକରେ, ଆମେ ଆଦିବାସୀ ସମାଜକୁ ହିଂସାରୁ ବାହାର କରି ବିକାଶର ନୂଆ ଲକ୍ଷ୍ୟରେ ସାମିଲ କରିଛୁ। ଏକବିଂଶ ଶତାବ୍ଦୀର ଭାରତର ବିକାଶ କେବଳ ପୂର୍ବ ଭାରତରୁ ଗତି ପାଇବ ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories