www.samajalive.in
Tuesday, December 9, 2025
16.1 C
Bhubaneswar

ବଢିଲା ଓମଫେଡ୍‌ କ୍ଷୀର ଦାମ୍‌

ଭୁବନେଶ୍ୱର : ପୁଣି ମହଙ୍ଗା ମାଡ । ବଢିଲା ଓମଫେଡ୍‌ କ୍ଷୀର ଦାମ୍‌ । ଶନିବାର ଓମଫେଡ୍‌ କ୍ଷୀର ଲିଟର ପ୍ରତି ଦାମ୍‌ ବୃଦ୍ଧି ପାଇଛି । ବଜାରକୁ ଆସିଲା ଓମଫେଡ୍‌ର ନୂଆ ଦର । ପ୍ରିମିୟମ୍‌ ଓ ଟୋନଡ୍‌ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ହୋଇଛି । ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି ।ଏନେଇ ଓମଫେଡ୍‌ ପକ୍ଷରୁ ସୂଚନା ମିଳିଛି ।

ଶନି କରିବେ ସିଧା ଚଳନ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, ମିଳିବ ସନ୍ତାନ ସୁଖ, କିଣିବେ ଘର,ଗାଡି..

- Advertisement -

 

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories