www.samajalive.in
Sunday, December 14, 2025
16.1 C
Bhubaneswar

ବାଲୁକା କଳାରେ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

ପୁରୀ: ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ। ପ୍ରତ୍ୟେକ ବ୍ୟକ୍ତି ଦିନକୁ ଦୁଇ ଘଣ୍ଟା ଯୋଗ ଓ ପ୍ରାଣାୟାମ କଲେ ସୁସ୍ଥ ଓ ସାତଜ ଜୀବନ ଯାପନ କରିହେବ ବୋଲି ଯୋଗ ପ୍ରଶିକ୍ଷକମାନେ ମତ ଦିଅନ୍ତି। ସୁସ୍ଥ ଜୀବନ ଅତିବାହିତ କରିବାରେ ଯୋଗ ହିଁ ପ୍ରମୂଖ ଭୂମିକା ଗ୍ରହଣ କରିଥାଏ। ଏହି ଅବସରରେୂ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗାସନର ଚିତ୍ର ନିର୍ମାଣ କରିଛନ୍ତି ।  ଏଥିସହ ଯୋଗର ବିଭିନ୍ନ ମୁଦ୍ରାକୁ ଅତି ସୁନ୍ଦର ଭାବେ ବାଲୁକାକଳାରେ ସ୍ଥାନ ଦେଇଛନ୍ତି ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories