www.samajalive.in
Saturday, December 13, 2025
14.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ, ଭାରତ ସମେତ ବିଦେଶରେ ଯୋଗକୁ ନେଇ ବଢ଼ୁଛି ଉତ୍ସାହ
ବିଶାଖାପାଟଣା ବେଳାଭୂମିରେ ଜାତୀୟ ଯୋଗ ଦିବସରେ ଯୋଗ ଦେଇଛନ୍ତି ପ୍ରଧାନମନ୍ତ୍ରୀ
କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ କାର୍ଯ୍ୟକ୍ରମ..

ଏହି ଅବସରରେ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗାସନର ଚିତ୍ର ନିର୍ମାଣ କରିଛନ୍ତି, ଏଥିସହ ଯୋଗର ବିଭିନ୍ନ ମୁଦ୍ରାକୁ ଅତି ସୁନ୍ଦର ଭାବେ ବାଲୁକାକଳାରେ ସ୍ଥାନ ଦେଇଛନ୍ତି..

- Advertisement -

ପୁଣି ମହଙ୍ଗା ମାଡ, ଓମଫେଡ୍‌ କ୍ଷୀର ଲିଟର ପ୍ରତି ଦାମ୍‌ ବୃଦ୍ଧି ପାଇଛି, ବଜାରକୁ ଆସିଲା ଓମଫେଡ୍‌ର ନୂଆ ଦର, ପ୍ରିମିୟମ୍‌ ଓ ଟୋନଡ୍‌ କ୍ଷୀର ଲିଟର ୨ ଟଙ୍କା ବୃଦ୍ଧି ହୋଇଛି, ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି, ଏନେଇ ଓମଫେଡ୍‌ ପକ୍ଷରୁ ସୂଚନା ମିଳିଛି..

ଲଘୁଚାପ ଏବେ ଦକ୍ଷିଣ ବିହାରରେ ସକ୍ରିୟ ରହିଛି, ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହେବାର ସମ୍ଭାବନା ରହିଛି,ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହୋଇଥିବା ବେଳେ ଝାଡ଼ଖଣ୍ଡରେ ପ୍ରବଳ ବର୍ଷା ହୋଇଛି..

ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୨୨ କିମ୍ବା ୨୩ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି..

ଶନି କରିବେ ସିଧା ଚଳନ; ଏହି ରାଶିଙ୍କୁ କରିବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, ମିଳିବ ସନ୍ତାନ ସୁଖ, କିଣିବେ ଘର,ଗାଡି..

ଝାଡ଼ଖଣ୍ଡରେ ଲଘୁଚାପଜନିତ ପ୍ରବଳ ବର୍ଷା ହେବା ଫଳରେ ସୁବର୍ଣ୍ଣରେଖା ନଦୀର ଜଳପତ୍ତନ କ୍ରମାଗତ ଭାବେ ବଢ଼ିଚାଲିଛି। ଉତ୍ତର ବାଲେଶ୍ୱରରେ ବର୍ଷା ନଥିବାବେଳେ ଗୁରୁବାର ମଧ୍ୟରାତ୍ରରେ ସୁବର୍ଣ୍ଣରେଖା ନଦୀ ଫୁଲିବା ସମସ୍ତଙ୍କୁ ଚିନ୍ତାରେ ପକାଇଛି..

ସୁବର୍ଣ୍ଣରେଖାରେ ବନ୍ୟା ପାଣି ଯୋଗୁଁ ବାଲେଶ୍ୱରର ୩ ବ୍ଲକ୍‌ ପ୍ରଭାବିତ, ସୂଚନା ଦେଲେ ଜଳସମ୍ପଦ ସର୍ବୋଚ୍ଚ ଯନ୍ତ୍ରୀ ଚନ୍ଦ୍ରଶେଖର ପାଢୀ..

ଇରାନ- ଇସ୍ରାଏଲ ଯୁଦ୍ଧ ; ସାରା ରାତି କ୍ଷେପଣାସ୍ତ୍ର ମାଡ କଲା ଇରାନ୍‌

ଦେଖନ୍ତୁ ଭିଡିଓ; ସୁପରମାର୍କେଟରେ ଲୋକେ କିଣୁଥିଲେ ଜିନିଷ, ହଠାତ୍‌ ପଶି ଆସିଲା ସିଂହ, ତା’ପରେ..

Hot this week

ସାବଧାନ, ଅଣ୍ଡା ଖାଇଲେ ହେଉଛି କ୍ୟାନସର!

ଶୀତ ଋତୁରେ ଅଧିକାଂଶ ଲୋକ ଅଣ୍ଡା ଖାଆନ୍ତି। ଅଣ୍ଡାରେ ପ୍ରୋଟିନ୍, କ୍ୟାଲସିୟମ୍...

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

Related Articles

Popular Categories