www.samajalive.in
Monday, December 8, 2025
16.1 C
Bhubaneswar

ଜୁନ୍‌ ୩୦ରୁ ଦଶମ ସପ୍ଲିମେଣ୍ଟାରୀ

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଦଶମ ଶ୍ରେଣୀ ସପ୍ଲିମେଣ୍ଟାରୀ ପରୀକ୍ଷା ଆସନ୍ତା ଜୁନ୍‌ ୩୦ ତାରିଖରୁ ଆରମ୍ଭ ହେବ। ୩୨୩୨ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିବାବେଳେ ସେମାନଙ୍କ ନିମନ୍ତେ ୯୮ଟି କେନ୍ଦ୍ରର ବ୍ୟବସ୍ଥା କରାଯାଇଛି। ଚଳିତ ବାର୍ଷିକ ପରୀକ୍ଷାରେ ଅକୃତକାର୍ଯ୍ୟ ହୋଇଥିବା ଏବଂ ପରୀକ୍ଷା ଦେଇପାରିନଥିବା ଛାତ୍ରଛାତ୍ରୀମାନେ ଜୁଲାଇ ୧୦ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଦେବେ। ଅନ୍ୟପକ୍ଷରେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପ୍ରମାଣପତ୍ର ପରୀକ୍ଷା ନିମନ୍ତେ ୧୦୩ ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା ରହିଛି। ପ୍ରାୟ ୧୦ ହଜାର ୮୦୯ ପରୀକ୍ଷାର୍ଥୀ ଉକ୍ତ ପରୀକ୍ଷା ଦେବେ। ଉଭୟ ପରୀକ୍ଷା ପାଇଁ ବୋର୍ଡ ୱେବସାଇଟ୍‌ରେ ପ୍ରବେଶ ପତ୍ର ଉପଲବ୍ଧ ଥିବା ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ସୂଚନା ଦେଇଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories