www.samajalive.in
Sunday, December 14, 2025
26.1 C
Bhubaneswar

ଲୁଟ୍ ପାଇଁ ଯୁବକଙ୍କୁ ବିଚ୍‌ ରାସ୍ତାରେ ଗୁଳିମାଡ !

ବାରିପଦା : ବିଚ୍‌ ରାସ୍ତାରେ ଗୁଳିମାଡ। ଯୁବକଙ୍କୁ ବିଚ୍ ରାସ୍ତାରେ ଗୋଡାଇ ଗୋଡାଇ ଗୁଳିମାଡ ହୋଇଛି। ବାରିପଦା ଏନଏଚ୍ ୧୮ ଅସନଯୋଡା ନିକଟରେ ଏଭଳି ଅଭାବନୀୟ ଘଟଣା ଘଟିଛି। ୫ ରାଉଣ୍ଡ ଗୁଳି କରି ୩ ଜଣ ଦୁର୍ବୁତ୍ତ ଚମ୍ପଟ୍ ମାରିଛନ୍ତି। ବାଇକରେ ଆସି ୩ ଜଣ ଦୁର୍ବୁତ୍ତ ଗୋଡାଇ ଗୋଡାଇ ଗୁଳି କରିଛନ୍ତି। ଯୁବକଙ୍କ ମୁଣ୍ଡ ଏବଂ ଗୋଡରେ ଗୁଳି ବାଜିଥିବା ସୂଚନା ମିଳିଛି। ଗୁରୁତର ଅବସ୍ଥାରେ ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଲୁଟ୍ ପାଇଁ ଯୁବକଙ୍କୁ ଗୁଳି କରାଯାଇଥିବା ସନ୍ଦେହ କରାଯାଉଛି।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories