www.samajalive.in
Sunday, December 14, 2025
16.1 C
Bhubaneswar

କମିଛି ଡାଇରିଆର ନୂଆ କେସ୍: ମନ୍ତ୍ରୀ

ଭୁବନେଶ୍ଵର: ରାଜ୍ୟର ଡାଇରିଆ ସ୍ଥିତିକୁ ନେଇ ସମୀକ୍ଷା କରିଛନ୍ତି ସ୍ଵାସ୍ଥ୍ୟ ମନ୍ତ୍ରୀ। ସରକାର ଡାଇରିଆ ସ୍ଥିତିକୁ ଗୁରୁତର ସହ ନେଉଛନ୍ତି। ନିୟନ୍ତ୍ରଣରେ ରଖିବା ପାଇଁ ଲୋକଙ୍କୁ ସଚେତନ କରାଯାଉଛି। ରଥଯାତ୍ରା ସମୟରେ ଯେପରି ପୁରୀକୁ ଡାଇରିଆ ନ ବ୍ୟାପିବ ତାକୁ ଗୁରୁତ୍ଵ ଦିଆଯାଉଛି। ୩୮୭ ଡାକ୍ତର ଏବଂ ପାରା ମେଡିକାଲ ଷ୍ଟାଫ୍ ନିଯୁକ୍ତ କରାଯାଇଛି। ଫାଷ୍ଟ ଏଡ୍ ସେଣ୍ଟର ଓ ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories