www.samajalive.in
Thursday, December 11, 2025
16.1 C
Bhubaneswar

ଷ୍ଟାର୍ଟଅପରେ ଟିକସ ରିହାତି ସୀମା ବୃଦ୍ଧି

ନୂଆଦିଲ୍ଲୀ: ଷ୍ଟାର୍ଟଅପରେ ୨୫ କୋଟି ଟଙ୍କା ପର୍ୟ୍ୟନ୍ତ ପୁଞ୍ଜିନିବେଶ କ୍ଷେତ୍ରରେ ସମ୍ପୂର୍ଣ୍ଣ ଟିକସ ରିହାତି ପ୍ରଦାନ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ପୂର୍ବରୁ ଷ୍ଟାର୍ଟଅପ କମ୍ପାନୀକୁ ୧୦କୋଟି ଟଙ୍କା ପର୍ୟ୍ୟନ୍ତ ପୁଞ୍ଜିନିବେଶ ଉପରେ ଟିକସ ରିହାତି ମିଳୁଥିଲା। ବାଣିଜ୍ୟ ଶିଳ୍ପ ମନ୍ତ୍ରୀ ସୁରେଶ ପ୍ରଭୁ ଏହି ପ୍ରସ୍ତାବକୁ ମଞ୍ଜୁରି ପ୍ରଦାନ କରିଛନ୍ତି। ଏହି ରିହାତି ପାଇବା ପାଇଁ ଯୋଗ୍ୟ ଷ୍ଟାର୍ଟଅପ କମ୍ପାନୀମାନେ ସ୍ୱାକ୍ଷର ହୋଇଥିବା ଲିଖିତ ଘୋଷଣାପତ୍ରକୁ ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ବିକାଶ ବିଭାଗକୁ ପଠାଇବେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories