www.samajalive.in
Friday, December 5, 2025
27.1 C
Bhubaneswar

ସୁସ୍ଥ ଅଛନ୍ତି ନବୀନ: ପ୍ରେମ ପଟ୍ଟନାୟକ

ଭୁବନେଶ୍ବର : ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ଅସ୍ତ୍ରାପଚାର ପରେ ଭଲ ଅଛି ବୋଲି ନବୀନଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ କହିଛନ୍ତି। ନବୀନ ସୁସ୍ଥ ଅଛନ୍ତି, ହସ୍ପିଟାଲରେ ସାମାନ୍ୟ ଚଲାବୁଲା କରୁଛନ୍ତି। ନବୀନଙ୍କ ବିଷୟରେ ଚିନ୍ତା କରିଥିବାରୁ ପ୍ରେମ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୂଚନାଯୋଗ୍ୟ ଯେ, ମୁମ୍ବଇର କୋକିଳାବେନ୍ ଧୀରୁଭାଇ ଅମ୍ବାନୀ ହସ୍ପିଟାଲ୍‌ରେ ରବିବାର ନବୀନଙ୍କ ସର୍ଭିକାଲ ଆର୍ଥ୍ରାଇଟିସ୍ ଅ‌େ‌ସ୍ତ୍ରାପଚାର ସଫଳ ହୋଇଛି। ନବୀନଙ୍କ ବ୍ୟକ୍ତିଗତ ସ୍ବାସ୍ଥ୍ୟ ପରାମର୍ଶଦାତା ଡା. ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଏହି ଅସ୍ତ୍ରୋପଚାର ହୋଇଥିଲା। ନବୀନ ଏବେ ନିରୀକ୍ଷଣରେ ରହିଛନ୍ତି। ଖୁବ୍‌ଶୀଘ୍ର ସେ ହସ୍ପିଟାଲରୁ ବାହାରିବେ ବୋଲି ଡା. ପଣ୍ଡା ସୂଚନା ଦେଇଥିଲେ।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories