www.samajalive.in
Saturday, December 6, 2025
23.1 C
Bhubaneswar

୨୪ ଛାତ୍ରୀଙ୍କୁ ଯୌନ ନିର୍ଯାତନା, ଶିକ୍ଷକ ଗିରଫ

ସିମଳା: ୨୪ ଜଣ ଛାତ୍ରୀଙ୍କୁ ଯୌନ ନିର୍ଯାତନା ଦେଇଥିବା ଅଭିଯୋଗରେ ହିମାଚଳ ପ୍ରଦେଶର ସିରମୌର ଜିଲାରେ କାର୍ଯ୍ୟରତ ଜଣେ ସରକାରୀ ସ୍କୁଲ ଶିକ୍ଷକଙ୍କୁ ସୋମବାର ଗିରଫ କରାଯାଇଛି। ଅଷ୍ଟମ, ନବମ ଓ ଦଶମ ଶ୍ରେଣୀର ଏହି ପୀଡିତା ଛାତ୍ରୀମା​‌େ​‌ନ  ନିର୍ଯାତନା ସମ୍ପର୍କରେ ସ୍କୁଲ ଅଧ୍ୟକ୍ଷଙ୍କ ନିକଟରେ ଲିଖିତ ଅଭିଯୋଗ କରିଥିଲେ। ଅଧ୍ୟକ୍ଷ ଏହି ଅଭିଯୋଗକୁ ସ୍କୁଲର ବ୍ୟଭିଚାର ନିରୋଧ କମିଟି ନିକଟକୁ ପଠାଇଥିଲେ। କମିଟିର ସୁପାରିସକ୍ରମେ ପୀଡିତା ଛାତ୍ରୀଙ୍କ ଅଭିଭାବକଙ୍କ ସହ ବିସ୍ତୃତ ଆଲୋଚନା ହେବାପରେ ପୁଲିସ ଅଭିଯୁକ୍ତ ଶିକ୍ଷକଙ୍କୁ ଗିରଫ କରିଛି। ଭାରତୀୟ ନ୍ୟାୟ ସଂହିତା ଓ ପୋକ୍‌ସୋ ଆଇନର ବିଭିନ୍ନ ଧାରା ଅନୁଯାୟୀ ସଂପୃକ୍ତ ଶିକ୍ଷକଙ୍କ ବିରୋଧରେ ମାମଲା ରୁଜୁ କରାଯାଇଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories