www.samajalive.in
Monday, December 8, 2025
24.1 C
Bhubaneswar

ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ; କମିଲା ସୁନା, ଜାଣନ୍ତୁ କେତେ

ଭୁବନେଶ୍ୱର : ଗ୍ରାହକଙ୍କ ପାଇଁ ଆଶ୍ୱସ୍ତି ସହ ଖୁସି ଖବର । ଜୁନ୍‌ ୨୪ ଅର୍ଥାତ୍‌ ମଙ୍ଗଳବାର ସୁନା ଦର ହ୍ରାସ ହୋଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୯,୮୭୦ ଟଙ୍କା ରହିଛି । ଗତକାଲି ୧,୦୦,୬୯୦ ଟଙ୍କା ଥିଲା । ଏଥିରେ ୮୨୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୯୧,୫୫୦ ଟଙ୍କା ରହିଛି । ଗତକାଲି ୯୨,୩୦୦ ଟଙ୍କା ଥିଲା । ଏଥିରେ ୭୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ସୁନା ଦର ୧୦ ଗ୍ରାମ୍‌କୁ ୭୪,୯୧୦ ଟଙ୍କା ରହିଛି । ଗତକାଲି ୭୫,୫୨୦ ଟଙ୍କା ଥିଲା । ଏଥିରେ ୬୧୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ହୋଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୯୦୦ ଟଙ୍କା ରହିଛି । ଗତକାଲି ୧୨,୦୦୦ ଟଙ୍କା ଥିଲା । ଏଥିରେ ୧୦୦ ଟଙ୍କା ହ୍ରାସ ହୋଇଛି ।

ଖୁବ୍‌ ଶୀଘ୍ର ଧନଶକ୍ତି ରାଜଯୋଗ ; ଏହି ୩ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, କିଣିବେ ଘର, ଗାଡି, ଜମି..

ଦେଖନ୍ତୁ ଛାତିଥରା ଦୃଶ୍ୟ ; ଚାହୁଁ ଚାହୁଁ ପୁଲ୍‌ରେ ଖୁସିରେ ଗାଧୋଉଥିବା ବେଳେ ଚାଲିଗଲା ଜୀବନ

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories