www.samajalive.in
Sunday, December 14, 2025
23.1 C
Bhubaneswar

ଆଠଗଡ ବ୍ଲକ୍‌ ସମ୍ମୁଖରେ ଉତ୍ତେଜନା

କଟକ : ଆଠଗଡ ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ଉତ୍ତେଜନା ଦେଖାଦେଇଛି। ବିଜେପି ଓ ବିଜେଡି କର୍ମୀଙ୍କ ମଧ୍ୟରେ ଢେଲାପଥର ମାଡ ହୋଇଛି। ଏଥିରେ ଅନେକ ପୁଲିସ୍ କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଉତ୍ତେଜନା ରୋକିବାକୁ ୩ ପ୍ଲାଟୁନ୍ ପୁଲିସ୍ ଫୋର୍ସ ମୁତୟନ ହୋଇଥିବାବେଳେ ପୁଲିସ୍ ପକ୍ଷରୁ ଲାଠିଚାର୍ଜ କରାଯାଇଛି। ବ୍ଲକ ପରିସରରେ ବିଏନଏସ୍‌ ୧୬୩ ଧାରା ଲାଗୁ କରାଯାଇଛି।

Hot this week

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

Related Articles

Popular Categories