www.samajalive.in
Sunday, December 7, 2025
26.1 C
Bhubaneswar

‘ସମାଜ’ ବକ୍ତୃତା ପ୍ରତିଯୋଗିତାର ବିଷୟ- ‘ଓଡ଼ିଆ ଭାଷା ସାହିତ୍ୟକୁ ଗୋପବନ୍ଧୁଙ୍କ ଅବଦାନ’

 

ଭୁବନେଶ୍ଵର: ଆଜି ଗୁରୁବାର  ଜୁନ ୨୬ ତାରିଖ ପୂର୍ବାହ୍ନରେ କଟକ ଶାରଳା ଭବନରେ ଆୟୋଜିତ ହେବ ରାଜ୍ୟସ୍ତରୀୟ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା। ଏହାର ବିଷୟବସ୍ତୁ ରହିଛି- ‘‘ଓଡ଼ିଆ ଭାଷା ସାହିତ୍ୟକୁ ଗୋପବନ୍ଧୁଙ୍କ ଅବଦାନ’’।

- Advertisement -

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଉପଲକ୍ଷେ ଏହି ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଉଛି। ତରୁଣ ପିଢିର ଚିନ୍ତା ଓ ଚେତନାର ଅନନ୍ୟ ପରିପ୍ରକାଶ ପାଇଁ ସମାଜ ପକ୍ଷରୁ ଏହି ଅଭିନବ ପ୍ରୟାସ ଜାରି ରହିଛି।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories