www.samajalive.in
Saturday, December 6, 2025
26.1 C
Bhubaneswar

ବିଏଡ୍‍, ବିଏଚଏଡ୍‍ ଓ ଏମ.ଏଡ୍‍ ନାମଲେଖା ପ୍ରକ୍ରିୟା ସ୍ଥଗିତ

ସମାଜ ଡିଜିଟାଲ ଡେସ୍କ: ୨୦୨୫-୨୬ ଶିଷା ବର୍ଷରେ ବିଏଡ୍‍, ବିଏଚଏଡ୍‍ ଓ ଏମ.ଏଡ୍‍ ବିଷୟରେ ନାମଲେଖା ପ୍ରକ୍ରିୟାକୁ ସ୍ଥଗିତ କରାଯାଇଛି । ଖୁବଶୀଘ୍ର ରାଜ୍ୟ ଚୟନ ବୋର୍ଡ ପକ୍ଷରୁ ନୂଆ ତାରିଖ ଘୋଷଣା ହେବ । ପ୍ରବେଶିକା ପରୀକ୍ଷାରେ ଅନିୟମିତତା ନେଇ ଅଭିଯୋଗ ହେବା ପରେ ଏସଏସବି ପକ୍ଷରୁ ଯାଞ୍ଚ ନିର୍ଦ୍ଦେଶ ଦିଆଯାଇଛି ।ବିଶେଷଜ୍ଞ କମିଟି ଦ୍ୱାରା ପ୍ରଶ୍ନପତ୍ର ଯାଞ୍ଚ କରାଯାଉଛି । ଯାଞ୍ଚ ପ୍ରକ୍ରିୟା ଶେଷ ନହେବା ପର୍ଯ୍ୟନ୍ତ ନାମଲେଖା ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି । ନୂଆ ତାରିଖ ଘୋଷଣା ହେବା ପରେ ସାମସ୍‍ ପୋର୍ଟାଲରେ ଛାତ୍ରଛାତ୍ରୀମାନେ ଆବେଦନ କରିପାରିବେ ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories