www.samajalive.in
Thursday, December 11, 2025
18.1 C
Bhubaneswar

ପୁଣି କୋଲକାତା ବଦନାମ, ଆଇନ ଛାତ୍ରୀ ଦୁଷ୍କର୍ମ ମାମଲାରେ ସଂଜ୍ଞାନ ନେଲେ ମହିଳା କମିଶନ

ଡେସ୍କ: ଦକ୍ଷିଣ କୋଲକାତାର ଜଣେ ଆଇନ ଛାତ୍ରୀଙ୍କ ସହ କଲେଜ ପରିସରରେ ଗଣଦୁଷ୍କର୍ମ ଘଟଣା ଜଣାପଡିବା ପରେ ଜାତୀୟ ମହିଳା କମିଶନ ନିଜ ଆଡୁ ମାମଲା ରୁଜ୍ଜୁ କରି ସ୍ୱତଃ ତଦନ୍ତ ଆରମ୍ଭ କରିଛନ୍ତି। ମହିଳା କମିଶନ କୋଲକାତାର ପୁଲିସ କମିଶନରଙ୍କୁ ଚିଠି ଲେଖି ଘଟଣା ଉପରେ ଗଭୀର ଚିନ୍ତା ପ୍ରକାଶ କରିଛନ୍ତି। ଆସନ୍ତା ତିନି ଦିନ ମଧ୍ୟରେ ଏକ ବିସ୍ତୃତ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବା ଲାଗି ମହିଳା କମିଶନ କୋଲକାତା ପୁଲିସ କମିସନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

ନାଗରିକତା ପାଇଥିବା ସମସ୍ତଙ୍କୁ ମିଳିବ ସରକାରୀ ସୁବିଧା , ୩୫ ଜଣଙ୍କୁ ନାଗରିକତା ପ୍ରମାଣ ପତ୍ର

ଭୁବନେଶ୍ୱର :ଜନଗଣନା ନିର୍ଦ୍ଦେଶାଳୟ ଓଡ଼ିଶା ଓ ଗୃହ ମନ୍ତ୍ରାଳୟ ଭାରତ ସରକାରଙ୍କ...

ହତ୍ୟାପରେ ପଡୋଶୀଙ୍କ ରକ୍ତ ପିଇଥିଲେ ଏହି ମହିଳା- ୫୦ ବର୍ଷ କାରା ଦଣ୍ଡାଦେଶ

ନ୍ୟୁୟର୍କ- ଆମେରିକାର ଜଣେ ମହିଳା ତାଙ୍କ ପଡୋଶୀଙ୍କୁ ରାଗରେ ହତ୍ୟା କରିଥିଲେ...

୨୦ ବର୍ଷ ପରେ ନୂଆ ଜୀବନ ପାଇଲେ ବିଶ୍ଵଭୂଷଣ

ଭୁବନେଶ୍ୱର: ଯୁବ ଅବସ୍ଥାରେ ଅଣ୍ଟା ଭାଙ୍ଗିପଡ଼ିଥିଲା। ୮୦ ବର୍ଷର ବୃଦ୍ଧ ପରି...

Related Articles

Popular Categories