www.samajalive.in
Saturday, December 6, 2025
26.1 C
Bhubaneswar

ବଡ ଖବର; କମିଲା ସୁନା, ପୁଣି କମିଲା ୨ ହଜାର!

ଭୁବନେଶ୍ୱର : ଗ୍ରାହକଙ୍କ ଏବେ ଆଶ୍ୱସ୍ତିକର ଖବର । କିଛି ଦିନ ହେବ ଲଗାତାର ସୁନା ଦର ହ୍ରାସ ପାଇବାରେ ଲାଗିଛି । ଜୁନ୍‌ ୨୮ ଅର୍ଥାତ୍‌ ଶନିବାର ପୁଣି କମିଛି ସୁନା ଦାମ୍‌ । ସୁନା ଦର ୧ ଲକ୍ଷ ଟଙ୍କା ହେବା ପରେ ଏଯାଏଁ ପ୍ରାୟ ୨ ହଜାର ଟଙ୍କା ହ୍ରାସ ପାଇଛି ।

୨୪ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୯୭,୪୨୦ ଟଙ୍କା ରହିଛି । ଗତକାଲି ୯୮,୦୨୦ ଟଙ୍କା ଥିଲା । ଏଥିରେ ୬୦୦ ଟଙ୍କା ହ୍ରାସ ହୋଇଛି ।

- Advertisement -

୨୨ କ୍ୟାରେଟ୍‌ ସୁନା ଦାମ୍‌ ୧୦ ଗ୍ରାମ୍‌କୁ ୮୯,୩୦୦ ଟଙ୍କା ରହିଛି । ଗତକାଲି ୮୯,୮୫୦ ଟଙ୍କା ଥିଲା । ଏଥିରେ ୫୫୦ ଟଙ୍କା ହ୍ରାସ ହୋଇଛି ।

୧୮ କ୍ୟାରେଟ୍‌ ୧୦ ଗ୍ରାମ୍‌ ସୁନା ଦାମ୍‌ ୭୩,୦୭୦ ଟଙ୍କା ରହିଛି । ଗତକାଲି ୭୩,୫୨୦ ଟଙ୍କା ଥିଲା । ଏଥିରେ ୪୫୦ ଟଙ୍କା ହ୍ରାସ ହୋଇଛି ।

ସେହିପରି ରୁପା ଦାମ୍‌ ମଧ୍ୟ ହ୍ରାସ ପାଇଛି । ୧୦୦ ଗ୍ରାମ୍‌ ରୁପା ଦାମ୍‌ ୧୧,୭୮୦ ଟଙ୍କା ରହିଛି । ଗତକାଲି ୧୧,୭୯୦ ଟଙ୍କା ଥିଲା । ଏଥିରେ ୧୦ ଟଙ୍କା ହ୍ରାସ ହୋଇଛି ।

ଏହି ତାରିଖରେ ଜନ୍ମ ହେଲେ ଶନିଙ୍କ କୃପାରୁ ନିଶ୍ଚୟ ହୁଅନ୍ତି କୋଟିପତି, ୪୦ ବର୍ଷ ବୟସ ପରେ ଖାଲି ମିଳେ ସଫଳତା

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories