www.samajalive.in
Friday, December 5, 2025
27.1 C
Bhubaneswar

ଭାରସାମ୍ୟ ହରାଇ ଓଲଟିଲା ଅଟୋ, ଜଣେ ମୃତ

ଗଞ୍ଜାମ: ଗଞ୍ଜାମ ଜିଳ୍ଲା ଧରାକୋଟ ଥାନା ଢଉଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି। ଅଟୋ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ମୃତକ ସେହି ଗାଁର ମାଲୁଣି ଦାସ ବୋଲି ଜଣାପଡିଛି। ମିଳିଥିବ। ସୂଚନା ଅନୁଯାୟୀ ଆଜି ଏକ ଅଟୋ ୧୨ଜଣ ଶ୍ରମିକଙ୍କୁ ନେଇ ବାହାଡାଗୁଡା କେନାଲ କାମ ସ୍ଥଳକୁ ଯାଉଥିଲା। ହଠାତ୍ ଅଟୋ ଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଫଳରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିଲା। ୧୦ ଆହତ ଶ୍ରମିକଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories