www.samajalive.in
Saturday, December 6, 2025
15.1 C
Bhubaneswar

ପତ୍ନୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ, ଅଭିଯୁକ୍ତ ଅଟକ

ରାଉରକେଲା: ସୁନ୍ଦରଗଡ ଜିଲ୍ଲା ହାଟିଙ୍ଗଟୋଲାରେ ବିଭତ୍ସ ହତ୍ୟାକାଣ୍ଡ। ଘରୋଇ କଳହକୁ ନେଇ ପତ୍ନୀକୁ ପିଟି ପିଟି ହତ୍ୟା କଲା ସ୍ଵାମୀ । ମିଳିଥିବା ସୂଚନା ଅନୁଯାୟୀ ଗତକାଲି ମହାପ୍ରଭୁଙ୍କର ରଥଯାତ୍ରା ଥିବାବେଳେ ସ୍ଵାମୀ ଏବଂ ସ୍ତ୍ରୀ ଯାତ୍ରା ଦେଖିବାକୁ ଯାଇଥିଲେ। କିନ୍ତୁ ରାତିରେ ଘରକୁ ଫେରିବା ପରେ କୌଣସି କଥାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ ସ୍ଵାମୀଏଥିରେ ଉତ୍ତ୍ୟକ୍ତ ହୋଇ ଏକ ବାଡିରେ ପିଟି ପିଟି ପତ୍ନୀକୁ ହତ୍ୟା କରିଥିଲେ। ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ ପଡିଥିବା ଦେଖି ପୁଲିସ୍ କୁ ଖବର ଦେଇଥିଲେ । ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ କରିବା ସହ ଅଭିଯୁକ୍ତ ସ୍ଵାମୀକୁ ଅଟକ ରଖିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories