www.samajalive.in
Friday, December 5, 2025
27.1 C
Bhubaneswar

ପୁରୀ ଅଘଟଣ: ଜିଲ୍ଲାପାଳ ଓ ଏସ୍‌ପିଙ୍କୁ ବଦଳି ନିର୍ଦେଶ

ପୁରୀ: ପୁରୀ ଶରଧାବାଲି ଦଳାଚକଟା ଘଟଣାରେ ବଡ କାର୍ଯ୍ୟାନୁଷ୍ଠାନ ହୋଇଛି। ସରକାର ପୁରୀ ଜିଲ୍ଲାପାଳ ଏବଂ ଏସ୍‌ପିଙ୍କୁ ବଦଳି କରିଛନ୍ତି।  ଚଞ୍ଚଳ ରାଣାଙ୍କୁ ପୁରୀର ନୂଆ ଜିଲ୍ଲାପାଳ ଭାବେ ଦାୟିତ୍ଵ ଦିଆଯାଇଛି। ଏବଂ ପିନାକ ମିଶ୍ରଙ୍କୁ ପୁରୀ ଏସ୍‌ପି ଦାୟିତ୍ଵ ଦିଆଯାଇଛି। ଡିସିପି ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ ପାଢୀଙ୍କୁ ଦାୟିତ୍ଵରେ ଅବହେଳା ଯୋଗୁଁ ନିଲମ୍ବନ କରାଯାଇଛି। ରଥ ଅଘଟଣ ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ଵାଇଁ ଙ୍କୁ ସାଧାରଣ ପ୍ରଶାସନ ବିଭାଗ ଓଏସ୍‌ଡି ଦାୟିତ୍ଵ ଦିଆଯାଇଛି। ସେହିପରି ପୁରୀ ଏସ୍‌ପି ବିନିତ୍‌ ଅଗ୍ରଓ୍ବାଲଙ୍କୁ ବଦଳି କରାଯାଇ ପିନାକ ମିଶ୍ରଙ୍କୁ ଦାୟିତ୍ଵ ଦିଆଯାଇଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories